palghar-school-teacher-pushes-for-warli-or

Palghar, Maharashtra

Sep 05, 2024

ୱାର୍ଲି ଭାଷାର ପ୍ରସାର ଲାଗି ପାଲଘର ଶିକ୍ଷକଙ୍କ ପ୍ରୟାସ

ଭାଲଚନ୍ଦ୍ର ଧନଗରେ ଆଦିବାସୀ ପିଲାମାନଙ୍କୁ ପାଠ ପଢ଼ାନ୍ତି, ଏମାନଙ୍କ ମଧ୍ୟରୁ ଅଧିକାଂଶ ୱାର୍ଲି ଭାଷୀ ଅଟନ୍ତି। ଏହି ଲୁପ୍ତପ୍ରାୟ ଭାଷା ଏବେ ଛୋଟ ଛୋଟ ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢ଼ାର ଅଂଶବିଶେଷ ପାଲଟିଛି। ଗୁରୁ ଦିବସ ପାଇଁ ଗୋଟିଏ କାହାଣୀ

Want to republish this article? Please write to [email protected] with a cc to [email protected]

Author

Bhalchandra Dhangare

ଭାଲଚନ୍ଦ୍ର ଧନଗରେ ପାଲଘର ଜିଲ୍ଲାର ମୋଖାଡ଼ାରେ ଥିବା ଜିଲ୍ଲା ପରିଷଦ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଛନ୍ତି।

Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Video

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।