pari-photographs-a-language-of-their-own-or

Aug 21, 2023

‘ପରୀ’ର ଫଟୋ: ସେମାନେ କହନ୍ତି ନିଜର ଭାଷା

ଅଗଷ୍ଟ ୧୯ରେ, ବିଶ୍ୱ ଫଟୋଗ୍ରାଫି ଦିବସ ପାଳନ ଅବସରରେ ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରୁଛୁ ଆମ ୱେବ୍‌ସାଇଟ୍‌ରେ ପ୍ରକାଶିତ ତଥା ନିତିଦିନିଆ ମଣିଷ ଜୀବନର କଥା ଶୁଣାଉଥିବା କେତେକ ବଛାବଛା ଫଟୋ

Want to republish this article? Please write to [email protected] with a cc to [email protected]

Author

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Editor

PARI Team

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।