picking-up-the-pieces-in-ahmedabad-or

Ahmedabad, Gujarat

Mar 15, 2025

ଅହମ୍ମଦାବାଦରେ ଅଳିଆ ଗୋଟାଇବା

ଏହି ସହରରେ ସ୍ୱାସ୍ଥ୍ୟ ପ୍ରତି ବିପଦଜନକ ହୋଇଥିବା ବର୍ଜ୍ୟବସ୍ତୁ ସଂଗ୍ରହ କରୁଥିବା ଲୋକମାନେ ଅତ୍ୟନ୍ତ ଦରିଦ୍ର ଅବସ୍ଥାରେ ବଞ୍ଚୁଥିବାର ଦେଖାଯାଉଛି ଏପରିକି ସେମାନେ ମୌଳିକ ଅଧିକାରରୁ ମଧ୍ୟ ବଞ୍ଚିତ ହୋଇଥାନ୍ତି

Want to republish this article? Please write to [email protected] with a cc to [email protected]

Author

Reina Tayyibji

ରେଇନା ତେୟିବଜି ହେଉଛନ୍ତି ଅଶୋକା ୟୁନିଭର୍ସିଟିରେ ଅଧ୍ୟୟନରତ ଇଂରାଜୀ ଭାଷାର ସ୍ନାତକ ଛାତ୍ରୀ। ତାଙ୍କର ବର୍ଜ୍ୟବସ୍ତୁ ସମ୍ପର୍କିତ ସାମାଜିକ ଓ ଲିଙ୍ଗଭିତ୍ତିକ ରାଜନୀତିରେ ବିଶେଷ ଆଗ୍ରହ ରହିଛି। 

Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।