playing-with-fire-in-sivakasi-or

Virudhunagar, Tamil Nadu

Nov 01, 2025

ଶିବକାଶୀରେ ନିଆଁ ସହ ଖେଳ

ଦିୱାଲିକୁ ଆଲୋକିତ କରୁଥିବା କର୍ମଚାରୀମାନଙ୍କ ଜୀବନର ଅନ୍ଧକାରମୟ ବାସ୍ତବତା

Want to republish this article? Please write to [email protected] with a cc to [email protected]

Author

SubaGomathi Muppidathi

ସୁବା ଗୋମଥୀ ମୁପ୍ପିଡ଼ାଥି ହେଉଛନ୍ତି ତାମିଲନାଡୁର ଟେନକାସି ଜିଲ୍ଲାରେ ଅବସ୍ଥାନ କରୁଥିବା ଜଣେ ସାମ୍ବାଦିକ ଓ ପ୍ରାମାଣିକ ଫଟୋଗ୍ରାଫର। ଅବହେଳିତ ଓ ଦଳିତ ମହିଳାମାନଙ୍କ ଜୀବନ ଓ ଜୀବିକା ସମ୍ବନ୍ଧରେ ଫଟୋଚିତ୍ର ସଂରକ୍ଷଣ କରୁଥିବା ପିପୁଲ୍‌ସ’ ଫଟୋଗ୍ରାଫି କଲେକଟିଭ ସହ କାମ କରୁଛନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Photo Editor

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।