poetry-makes-nothing-happen-not-if-you-stop-listening-or

Narmada, Gujarat

Mar 17, 2024

‘କବିତା କିଛି ଘଟାଏ ନାହିଁ’, ନା ନୁହେଁ, ଯଦି ତୁମେ ଶୁଣିବ ନାହିଁ

ଦେହୱାଲି ଭିଲ୍ଲୀରେ ଲିଖିତ କବିତାଟିଏ ଆମକୁ କବିତାଠାରୁ ଦୂରେଇଯିବାର ବିପଦ ସମ୍ପର୍କରେ ସତର୍କ କରାଇଦିଏ ଯେତେବେଳେ କି ବିଶ୍ଵରେ ଆଲୋକ ଓ ପ୍ରେମ ଅତି ଆବଶ୍ୟକ

Want to republish this article? Please write to [email protected] with a cc to [email protected]

Author

Jitendra Vasava

ଜିତେନ୍ଦ୍ର ବାସବ ଗୁଜରାଟ ନର୍ମଦା ଜିଲ୍ଲାର ମହୁପଡ଼ା ଗାଁର ଜଣେ କବି, ଯିଏ ଦେହୱାଲି ଭିଲି ଭାଷାରେ ଲେଖନ୍ତି। ସେ ଆଦିବାସୀ ସାହିତ୍ୟ ଏକାଡେମୀ (୨୦୧୪) ର ପ୍ରତିଷ୍ଠାତା ସଭାପତି ଏବଂ ଆଦିବାସୀ ସ୍ୱରଗୁଡ଼ିକ ଉଦ୍ଦେଶ୍ୟରେ ସମର୍ପିତ ଏକ କବିତା ପତ୍ରିକା ଲାଖାରାର ସମ୍ପାଦକ। ସେ ମଧ୍ୟ ଆଦିବାସୀ ମୌଖିକ ସାହିତ୍ୟ ଉପରେ ଚାରିଟି ପୁସ୍ତକ ପ୍ରକାଶିତ କରିଛନ୍ତି। ତାଙ୍କର ଡକ୍ଟରେଟ ଗବେଷଣା ନର୍ମଦା ଜିଲ୍ଲାର ଭିଲମାନଙ୍କ ମୌଖିକ ଲୋକ କଥାଗୁଡ଼ିକର ସାଂସ୍କୃତିକ ଓ ପୌରାଣିକ ଦିଗ ଉପରେ କେନ୍ଦ୍ରିତ ଥିଲା। ପରୀରେ ପ୍ରକାଶିତ ତାଙ୍କର କବିତାଗୁଡ଼ିକ ତାଙ୍କର ଆଗାମୀ ଓ ପ୍ରଥମ କବିତା ସଂଗ୍ରହରୁ ଅଣାଯାଇଛି।

Illustration

Manita Kumari Oraon

ମନିତା କୁମାରୀ ଓରାଓଁ ଝାଡ଼ଖଣ୍ଡରେ ରହୁଥିବା ଜଣେ କଳାକାର। ସେ ଆଦିବାସୀ ସମୁଦାୟ ପାଇଁ ସାମାଜିକ ଓ ସାଂସ୍କୃତିକ ଗୁରୁତ୍ୱ ବହନ କରୁଥିବା ପ୍ରସଙ୍ଗ ଉପରେ ମୂର୍ତ୍ତି ଓ ଚିତ୍ର ଆଙ୍କିଥାନ୍ତି ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

Kapilas Bhuyan

କପିଳାସ ଭୂୟାଁ ହେଉଛନ୍ତି ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ ଓ ୨୦୦୬ରେ ଜାତୀୟ ଚଳଚିତ୍ର ପୁରସ୍କାର ରଜତ କମଳ ପ୍ରାପ୍ତ ନିର୍ଦ୍ଦେଶକ। ଏହା ବ୍ୟତୀତ ସେ ୨୦୦୪ରେ ଫେଷ୍ଟିଭାଲ ଡୁ ସିନେମା ଡେ ପ୍ୟାରିସଠାରେ ଶ୍ରେଷ୍ଠ କ୍ଷୁଦ୍ର ଚଳଚିତ୍ର ପୁରସ୍କାର ଓ ନ୍ୟୁୟର୍କ ସର୍ଟ ଫିଲ୍ମ ଫେଷ୍ଟିଭାଲରେ ଜୁରୀଙ୍କ ସ୍ୱତନ୍ତ୍ର ଉଲ୍ଲେଖ ପାଇଛନ୍ତି।