politicians-come-for-votesand-then-they-leave-or

Dumka, Jharkhand

Jun 01, 2024

‘ନେତାମାନେ ଭୋଟ ପାଇଁ ଆସନ୍ତି... ଆଉ ତା’ପରେ ସେମାନେ ଚାଲି ଯାଆନ୍ତି’

ଝାଡ଼ଖଣ୍ଡର ଦୁମକା ଜିଲ୍ଲା ଅନ୍ତର୍ଗତ ବିଭିନ୍ନ ଆଦିବାସୀ ବହୁଳ ଗାଁ ପାଇଁ ସରକାରୀ ଯୋଜନା ଓ ଚାକିରି ସାତସପନ । ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସେଠାକାର ଅସନ୍ତୋଷ ବେଶ୍‌ ବାରି ହୋଇପଡ଼େ

Want to republish this article? Please write to [email protected] with a cc to [email protected]

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।