raika-women-dont-just-herd-or

Pali, Rajasthan

Jun 05, 2023

ପଶୁ ପାଳନରେ ରାଇକା ମହିଳାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା

ରାଇକା ପଶୁପାଳକ ସମୁଦାୟର ମହିଳାମାନେ ପଶୁ ପାଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବା ସହିତ ଅନ୍ୟାନ୍ୟ କାମ ମଧ୍ୟ କରିଥାନ୍ତି

Student Reporter

Geetakshi Dixit

Editor

Riya Behl

Translator

OdishaLIVE

Want to republish this article? Please write to [email protected] with a cc to [email protected]

Student Reporter

Geetakshi Dixit

ଗୀତାକ୍ଷୀ ଦିକ୍ଷିତ ବାଙ୍ଗାଲୋରସ୍ଥିତ ଅଜିମ ପ୍ରେମ୍‌ଜୀ ବିଶ୍ୱବିଦ୍ୟାଳୟଠାରେ ବିକାଶ ପାଠ୍ୟକ୍ରମରେ ସ୍ନାତକୋତ୍ତର ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି। ନିଜ ପାଠ୍ୟକ୍ରମର ଅନ୍ତିମ ବର୍ଷ ଗବେଷଣା ପ୍ରକଳ୍ପର ଅଂଶବିଶେଷ ସ୍ୱରୂପ, ସାଧାରଣ ଲୋକ ଏବଂ ପଶୁପାଳକଙ୍କ ଜୀବିକା ଉପରେ ତାଙ୍କର ଆଗ୍ରହକୁ ନେଇ ସେ ଏହି ଷ୍ଟୋରୀ ପାଇଁ ରିପୋର୍ଟ ପ୍ରସ୍ତୁତ କରିଛନ୍ତି।

Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।