saraikela-chhaus-soul-is-in-its-masks-or

Seraikela-Kharsawan, Jharkhand

Oct 02, 2024

‘ଷଢ଼େଇକଳା ଛଉର ଆତ୍ମା ରହିଛି ମୁଖାରେ’

ଛଉ ନୃତ୍ୟ ପରିବେଷଣ ବେଳେ ଯେତେସବୁ ମୁଖା ଦରକାର ପଡ଼େ ସେଗୁଡ଼ିକୁ ତିଆରି କରୁଥିବା ଯେଉଁ ଅଳ୍ପ କେତେଜଣ କାରିଗର ଅଛନ୍ତି, ତୃତୀୟ ପିଢ଼ିର ଦିଲ୍ଲୀପ ପଟ୍ଟନାୟକ ହେଉଛନ୍ତି ସେମାନଙ୍କ ମଧ୍ୟରୁ ଜଣେ। ଏକାଧିକ ଭାବ ପ୍ରକାଶ କରୁଥିବା ଏହି ମୁଖାସବୁ ଝାଡ଼ଖଣ୍ଡର ଏହି ନୃତ୍ୟର ଅବିଚ୍ଛନ୍ନ ଅଂଶ

Want to republish this article? Please write to [email protected] with a cc to [email protected]

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।