sarkari-schemes-forsaken-hymns-or

Bankura, West Bengal

Oct 26, 2024

ସରକାରୀ ଯୋଜନା, ପରିତ୍ୟକ୍ତ ପ୍ରାର୍ଥନା

ମାଟି ଓ ମଣିଷମାନଙ୍କ ସହ ଯୋଡ଼ି ହୋଇ ରହିଥିବା ଜଣେ କବିଙ୍କ ସ୍ଵରରେ ଫୁଟି ଉଠିଛି ଦୈନନ୍ଦିନ ଜୀବନର ସଂଘର୍ଷ ଓ ସରକାରୀ ଯୋଜନା ମଧ୍ୟରେ ରହିଥିବା ଉଦ୍ଭଟତା ପାଞ୍ଚଟି ଅଣୁ-କବିତାରେ

Want to republish this article? Please write to [email protected] with a cc to [email protected]

Author

Joshua Bodhinetra

ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆ (ପରୀ) ରେ ଭାରତୀୟ ଭାଷା କାର୍ଯ୍ୟକ୍ରମ, ପରୀଭାଷାର ବିଷୟବସ୍ତୁ ପରିଚାଳକ ଜୋଶୁଆ ବୋଧିନେତ୍ର। ସେ କୋଲକାତାର ଯାଦବପୁର ବିଶ୍ୱବିଦ୍ୟାଳୟରୁ ତୁଳନାତ୍ମକ ସାହିତ୍ୟରେ ଏମଫିଲ କରିଛନ୍ତି ଏବଂ ଜଣେ ବହୁଭାଷୀ କବି, ଅନୁବାଦକ, କଳା ସମାଲୋଚକ ଏବଂ ସାମାଜିକ କର୍ମୀ ଅଟନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Illustration

Aunshuparna Mustafi

ଅଂଶୁପର୍ଣ୍ଣା ମୁସ୍ତାଫି କୋଲକାତାର ଯାଦବପୁର ବିଶ୍ୱବିଦ୍ୟାଳୟରୁ ତୁଳନାତ୍ମକ ସାହିତ୍ୟରେ ଅଧ୍ୟୟନ କରିଛନ୍ତି। କାହାଣୀ କହିବାର ବିଭିନ୍ନ ମାର୍ଗ, ଭ୍ରମଣ ସାହିତ୍ୟ, ବିଭାଜନ କାହାଣୀ ଓ ମହିଳା ଅଧ୍ୟୟନ ଆଦି ବିଭିନ୍ନ କ୍ଷେତ୍ରରେ ତାଙ୍କର ରୁଚି ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।