singing-abhang-fills-me-with-joy-or

Kolhapur, Maharashtra

Jul 03, 2023

‘ଭଜନ ଗାଇଲେ ମୋ ମନ ଆନନ୍ଦରେ ଭରି ଯାଏ’

ସୋଲାପୁର ଜିଲ୍ଲାରେ ଥିବା ପନ୍ଧାରପୁର ମନ୍ଦିରକୁ ବାର୍ଷିକ କାର୍ତ୍ତିକୱାରି ଯାତ୍ରାରେ ସାମିଲ୍ ହେବା ସମୟରେ ବିଠୋବାଙ୍କ ଭକ୍ତ ରେଖାତାଇ ଗାଉଛନ୍ତି ଭକ୍ତି ଗୀତ ଏବଂ କବିତା

Translator

OdishaLIVE

Text Editor

S. Senthalir

Want to republish this article? Please write to [email protected] with a cc to [email protected]

Author

Medha Kale

ମେଧା କାଲେ ପୁନେରେ ରହନ୍ତି ଏବଂ ମହିଳା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ମଧ୍ୟ PARIର ଜଣେ ଅନୁବାଦକ ।

Text Editor

S. Senthalir

ଏସ ସେନ୍ଥାଲିର ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସମ୍ପାଦିକା ଏବଂ ୨୦୨୦ର ପରୀ ସଦସ୍ୟା। ସେ ଲିଙ୍ଗ, ଜାତି ଓ ଶ୍ରମ ବିଷୟକୁ ନେଇ ରିପୋର୍ଟ ସଂଗ୍ରହ କରିଥାନ୍ତି। ସେନ୍ଥାଲିର ୱେଷ୍ଟମିନିଷ୍ଟର ବିଶ୍ୱବିଦ୍ୟାଳୟରେ ଚେଭେନିଂ ଦକ୍ଷିଣ ଏସିଆ ସାମ୍ବାଦିକତା କାର୍ଯ୍ୟକ୍ରମର ୨୦୨୩ର ଜଣେ ସଦସ୍ୟ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।