stories-told-in-leather-or

Palakkad, Kerala

Sep 14, 2023

ଚମଡ଼ାରେ କୁହାଯାଉଥିବା କାହାଣୀ

ତୋଲପାୱକୁତୁ ହେଉଛି ଏକ ବିରଳ କଣ୍ଢେଇ ତିଆରି କୌଶଳ ଯେଉଁଥିରେ ମଈଁଷି ଓ ଛେଳି ଚମଡ଼ାରେ ଐଶ୍ୱରିକ ପ୍ରତିମା ତିଆରି କରାଯାଏ। ମାଲାବାର ଅଞ୍ଚଳର ମହିଳାମାନେ ଏବେ ଏହି କଳା ପ୍ରସ୍ତୁତ କରୁଛନ୍ତି

Translator

OdishaLIVE

Text Editor

Archana Shukla

Want to republish this article? Please write to [email protected] with a cc to [email protected]

Author

Sangeeth Sankar

ସଂଗୀତ ଶଙ୍କର ଆଇଡିସି ସ୍କୁଲ ଅଫ୍ ଡିଜାଇନର ଜଣେ ଗବେଷକ ଛାତ୍ର। ମାନବୀୟ ସଂସ୍କୃତି ସମ୍ବନ୍ଧୀୟ ତାଙ୍କ ଗବେଷଣାରେ ସ୍ଥାନ ପାଇଛି କେରଳର କଣ୍ଢେଇ ନୃତ୍ୟକଳାର ରୂପାନ୍ତରଣ ପ୍ରସଙ୍ଗ। ସଙ୍ଗୀତ ୨୦୨୨ରେ MMF-PARI ଫେଲୋସିପ୍ ପାଇଥିଲେ।

Text Editor

Archana Shukla

ଅର୍ଚ୍ଚନା ଶୁକ୍ଳା ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଜଣେ କଣ୍ଟେଣ୍ଟ ଏଡିଟର ଏବଂ ସେ ପ୍ରକାଶନ ଟିମ୍ ସହିତ କାର୍ଯ୍ୟ କରନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।