superstition-reaps-a-harvest-of-gold-in-mohate-or

Ahilyanagar, Maharashtra

Aug 19, 2025

ମୋହଟେରେ କୁସଂସ୍କାରର ସୁନା ଫସଲ

ମହାରାଷ୍ଟ୍ରର ଅହିଲ୍ୟାନଗରରେ ଥିବା ଗୋଟିଏ ପ୍ରସିଦ୍ଧ ମନ୍ଦିର ଟ୍ରଷ୍ଟ ପକ୍ଷରୁ ପୋତାଯାଇଥିବା ସ୍ଵର୍ଣ୍ଣ ଯନ୍ତ୍ର “କ୍ଷୀଣ ଜାଗତିକ ଶକ୍ତି ତରଙ୍ଗକୁ ସଂଗ୍ରହ କରି ଭକ୍ତମାନଙ୍କୁ ପ୍ରଦାନ କରିବ”। ଏହା ରାଜ୍ୟର ଗୋଟିଏ ଜନପ୍ରିୟ ତୀର୍ଥ ସ୍ଥାନ

Photo Editor

Binaifer Bharucha

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।