surviving-a-flood-of-problems-in-assam-or

Lakhimpur, Assam

Dec 27, 2024

ଆସାମରେ ବନ୍ୟା ସମସ୍ୟା ସହ ଜୀବନ ଜୀଇଁବା

ବ୍ରହ୍ମପୁତ୍ର ଓ ଏହାର ଉପନଦୀଗୁଡ଼ିକରେ ପ୍ରତି ବର୍ଷ ଆସୁଥିବା ବନ୍ୟା ଯୋଗୁଁ ବନ୍ୟାଞ୍ଚଳରେ ରହୁଥିବା ଲୋକମାନେ ଏକାଧିକ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ପିଇବା ପାଣି ଅଭାବ ଓ ପାଣି ଭରି ହେଇ ରହୁଥିବା ଜମିରେ ଚାଷକୁ ବଞ୍ଚେଇ ରଖିବା ହେଉଛି ପ୍ରତି ବର୍ଷର ଦୈନନ୍ଦିନ କଷ୍ଟ

Want to republish this article? Please write to [email protected] with a cc to [email protected]

Author

Ashwini Kumar Shukla

ଅଶ୍ୱିନୀ କୁମାର ଶୁକ୍ଳା ଝାଡ଼ଖଣ୍ଡରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ସେ ନୂଆଦିଲ୍ଲୀର ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନ (୨୦୧୮-୧୯)ରୁ ସ୍ନାତକ ଶିକ୍ଷା ହାସଲ କରିଛନ୍ତି। ସେ ୨୦୨୩ର ପରୀ ଏମଏମ୍ଏଫ୍ ଫେଲୋ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।