the-dhurrie-weavers-of-ghanda-bana-or

Bathinda, Punjab

Jul 18, 2024

ଘଣ୍ଡା ବନାର ଦରି ବୁଣାକାର

କିଛିଟା ଅଧିକ ରୋଜଗାର ଲାଗି ସୂକ୍ଷ୍ମ ହାତବୁଣା ଦରି ବୁଣିବାରେ ବେଶ୍‌ ନାଁ କରିଛନ୍ତି ମଜିଦାନ୍ ଏବଂ କରସେଦ । ଏହି ଖ୍ୟାତି ପଞ୍ଜାବର ଭଟିଣ୍ଡା ଜିଲ୍ଲା ଅନ୍ତର୍ଗତ କେବଳ ସେମାନଙ୍କ ଗାଁରେ ସୀମିତ ନ ରହି ଅନ୍ୟାନ୍ୟ ସ୍ଥାନକୁ ମଧ୍ୟ ବ୍ୟାପିଛି ଏବଂ ଏହା ହିଁ ଏଠାକାର ବୟସ୍କା ମହିଳାମାନଙ୍କୁ ଅନୁପ୍ରେରିତ କରିଆସିଛି

Want to republish this article? Please write to [email protected] with a cc to [email protected]

Author

Sanskriti Talwar

ସଂସ୍କୃତି ତଲୱାର ଦିଲ୍ଲୀରେ ରହୁଥିବା ଜଣେ ନିରପେକ୍ଷ ସାମ୍ବାଦିକା ଏବଂ ୨୦୨୩ର ଜଣେ ପରୀ ଏମଏମଏଫ ଫେଲୋ।

Editor

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।