the-kolami-speakers-of-yavatmal-or

Yavatmal, Maharashtra

Jun 14, 2024

ୟବତମାଲର କୋଲାମୀ ଭାଷାଭାଷୀ କପା ଚାଷୀ

ୟବତମାଲର କୋଲାମ ଆଦିବାସୀ ମୁଖ୍ୟତଃ କପା ଚାଷୀ ହୋଇଥିବା ବେଳେ ସେମାନଙ୍କ ଭାଷା ଲୋପ ପାଇଯିବାର ଆଶଙ୍କା ଦେଖା ଦେଇଛି । ପରୀର ବିଲୁପ୍ତପ୍ରାୟ ଭାଷା ପ୍ରକଳ୍ପ (ଇଏଲପି) ଏହି ଆଦିବାସୀ, ସେମାନଙ୍କର ଜୀବିକା ଓ ସେମାନଙ୍କ ଭାଷାକୁ ନେଇ ରହିଥିବା ଆହ୍ୱାନକୁ ନିକଟରୁ ଅନୁଧ୍ୟାନ କରିବା ପାଇଁ ପ୍ରୟାସ କରିଛି

Want to republish this article? Please write to [email protected] with a cc to [email protected]

Author

Ritu Sharma

ଋତୁ ଶର୍ମା ପରୀରେ ବିଲୁପ୍ତପ୍ରାୟ ଭାଷା ସମ୍ପାଦକ ଅଟନ୍ତି। ସେ ଭାଷା ବିଜ୍ଞାନରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଛନ୍ତି ଏବଂ ଭାରତରେ କଥିତ ଭାଷାଗୁଡ଼ିକୁ ସଂରକ୍ଷିତ ଓ ପୁନର୍ଜୀବିତ କରିବା ଦିଗରେ କାର୍ଯ୍ୟରତ ଅଛନ୍ତି।

Editor

Sanviti Iyer

ସନ୍ୱିତୀ ଆୟାର ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆରେ ଜଣେ ବିଷୟବସ୍ତୁ ସଂଯୋଜିକା ଭାବେ କାର୍ଯ୍ୟ କରୁଛନ୍ତି। ଗ୍ରାମୀଣ ଭାରତର ପ୍ରସଙ୍ଗ ଉପରେ ଦସ୍ତାବିଜ ସଂଗ୍ରହ କରିବା ଏବଂ ରିପୋର୍ଟ ପ୍ରସ୍ତୁତ କରିବାରେ ସହାୟତା ଲାଗି ସେ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ କାମ କରିଥାନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।