the-poet-and-bookseller-of-gariahat-or

Kolkata, West Bengal

Jun 20, 2023

ଗଡ଼ିଆହାଟର ବହି ବିକାଳି କବି

ରାସ୍ତାକଡ଼ର ବୁଲାବିକାଳିଙ୍କ ଉପରେ ସରକାରୀ କଳର ବାରମ୍ବାର ଉଚ୍ଛେଦ ଅଭିଯାନ ସତ୍ତ୍ୱେ ଅକ୍ଷର ପ୍ରତି ତାଙ୍କର ଅନାବିଳ ପ୍ରେମ କାରଣରୁ ହିଁ ଦଶନ୍ଧି ପରେ ଦଶନ୍ଧି ଧରି ମୁଣ୍ଡ ଟେକି ଠିଆ ହୋଇଛି ମୋହନ ଦାସଙ୍କ ବହି ଦୋକାନ

Want to republish this article? Please write to [email protected] with a cc to [email protected]

Student Reporter

Diya Majumdar

ଦିୟା ମଜୁମଦାର ନିକଟରେ ବେଙ୍ଗାଳୁରୁର ଅଜିମ ପ୍ରେମଜୀ ବିଶ୍ଵବିଦ୍ୟାଳୟରୁ ସ୍ନାତକ ଶିକ୍ଷା ସହିତ ‘ଡେଭଲପ୍‌ମେଣ୍ଟ’ରେ ସ୍ନାତକୋତ୍ତର ଶିକ୍ଷାଲାଭ କରିଛନ୍ତି।

Editor

Swadesha Sharma

ସ୍ୱଦେଶା ଶର୍ମା ଜଣେ ଗବେଷିକା ଏବଂ ପିପୁଲସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର କଣ୍ଟେଣ୍ଟ ଏଡିଟର। PARIର ପାଠାଗାର ନିମନ୍ତେ ସମ୍ବଳ ନିୟୋଜନ ସକାଶେ ସେ ସ୍ୱେଚ୍ଛାସେବୀମାନଙ୍କ ସହିତ ମଧ୍ୟ କାର୍ଯ୍ୟ କରନ୍ତି

Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।