the-puppets-shadows-reflect-our-struggles-or

Palakkad, Kerala

Sep 25, 2024

‘ସଖୀ କଣ୍ଢେଇଙ୍କ ଛାଇ ଆମ ସଂଘର୍ଷକୁ ପ୍ରତିଫଳିତ କରେ’

ରଜିତା ପୁଲାୱର ପ୍ରଥମ ଥର ଲାଗି କେରଳର ଶୋରନୌରରେ କେବଳ ମହିଳାଙ୍କୁ ନେଇ ଏକ ତୋଲପାୱାକୁତୁ କଣ୍ଢେଇ ନାଚ ଦଳ ଗଢ଼ିଥିଲେ

Want to republish this article? Please write to [email protected] with a cc to [email protected]

Author

Sangeeth Sankar

ସଂଗୀତ ଶଙ୍କର ଆଇଡିସି ସ୍କୁଲ ଅଫ୍ ଡିଜାଇନର ଜଣେ ଗବେଷକ ଛାତ୍ର। ମାନବୀୟ ସଂସ୍କୃତି ସମ୍ବନ୍ଧୀୟ ତାଙ୍କ ଗବେଷଣାରେ ସ୍ଥାନ ପାଇଛି କେରଳର କଣ୍ଢେଇ ନୃତ୍ୟକଳାର ରୂପାନ୍ତରଣ ପ୍ରସଙ୍ଗ। ସଙ୍ଗୀତ ୨୦୨୨ରେ MMF-PARI ଫେଲୋସିପ୍ ପାଇଥିଲେ।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Photographs

Megha Radhakrishnan

କେରଳ ପଲକ୍କଡ଼ର ମେଘା ରାଧାକ୍ରିଷ୍ଣନ୍‌ ଜଣେ ଭ୍ରମଣ ଫଟୋଗ୍ରାଫର। ସେ ବର୍ତ୍ତମାନ କେରଳର ପାତିରିପ୍ପଲା ସ୍ଥିତ ସରକାରୀ କଳା ଓ ବିଜ୍ଞାନ ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକ ଅଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।