the-runj-river-and-ajaigarh-s-dal-farmers-or

Panna District, Madhya Pradesh

Jan 30, 2025

ରୁଞ୍ଜ ନଦୀ ଓ ଅଜୟଗଡ଼ର ଡାଲି ଚାଷୀ

ଅଜୟଗଡ଼ର ପାନ୍ନା ଜିଲ୍ଲାରେ ଥିବା ଦଳିତ, ଆଦିବାସୀ ଓ ଅନ୍ୟ ପଛୁଆ ବର୍ଗର ମହିଳା ଚାଷୀମାନଙ୍କ ସମବାୟ ଅନୁଷ୍ଠାନ ପକ୍ଷରୁ ମହିଳାମାନେ ଚାଷ ଜମିରୁ ସେମାନଙ୍କର ଆୟ ବୃଦ୍ଧି କରିବା ପାଇଁ ପଦକ୍ଷେପ ନେଉଛନ୍ତି, ଓ ସେମାନଙ୍କର ସଂଖ୍ୟା ବଢ଼ିବାରେ ଲାଗିଛି

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।