the-skilled-sipar-makers-of-patna-or

Patna, Bihar

Feb 28, 2025

ପାଟନାର କୁଶଳୀ ସିପାର୍‌ ନିର୍ମାତା

ଶିଶେ କି ସିପାର (କାଚ ସିପାର)କୁ ଚଟାଣରୁ ଉଠାଇ ବାର୍ଷିକ ମୋହରମ ଶୋଭାଯାତ୍ରାରେ ନେଇ ଯିବା ଲାଗି ଅନେକ ଶିଳ୍ପୀ ଓ ଭିନ୍ନ ଭିନ୍ନ ଶିଳ୍ପ ପରମ୍ପରାର ଆବଶ୍ୟକତା ରହିଥାଏ। ଏହା ଏପରି ଏକ ପରମ୍ପରା ଯାହା ବିହାରର ରାଜଧାନୀରେ ବିଭିନ୍ନ ସମ୍ପ୍ରଦାୟକୁ ଯୋଡ଼ିଥାଏ

Want to republish this article? Please write to [email protected] with a cc to [email protected]

Author

Ali Fraz Rezvi

ଅଲି ଫ୍ରାଜ ରିଜ୍‌ଭି ଜଣେ ସ୍ୱାଧୀନ ସାମ୍ବାଦିକ ଏବଂ ଥିଏଟର କଳାକାର। ସେ ୨୦୦୩ର ଜଣେ ‘ପରୀ-ଏମ୍‌ଏମ୍‌ଏଫ୍‌’ ଫେଲୋ।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।