the-sweet-music-of-jack-wood-or

Thanjavur, Tamil Nadu

Mar 01, 2024

ପଣସ କାଠର ସୁମଧୁର ସଂଗୀତ

ଭାରତର ଅନେକ ପ୍ରତିଷ୍ଠିତ ସଙ୍ଗୀତ ବାଦ୍ୟଯନ୍ତ୍ର ତାମିଲନାଡ଼ୁରେ ବଢ଼ୁଥିବା ପଣସ ଗଛର କାଠରୁ ତିଆରି ହୋଇଥାଏ। ପନରୁତି ଓ ତଞ୍ଜାଉର୍‌ର ଅତ୍ୟନ୍ତ କୁଶଳୀ ନିର୍ମାତାମାନେ ଏହାର କାଠରୁ ତାଳ ଓ ଲୟ ପ୍ରସ୍ତୁତ କରିଥାନ୍ତି

Want to republish this article? Please write to [email protected] with a cc to [email protected]

Author

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।