the-tangled-skeins-of-rajbhoi-rope-makers-or

Ahmedabad, Gujarat

Mar 10, 2024

ରାଜଭୋଇ ରଶି ନିର୍ମାତାଙ୍କ ଅଡୁଆ ଗଣ୍ଠି

ଏହି ଯାଯାବର ସମୁଦାୟର ମହିଳାମାନେ ଫିଙ୍ଗି ଦିଆଯାଇଥିବା କପଡ଼ାର ତନ୍ତୁରେ ବିଭିନ୍ନ ଆକାରର ରଶି ତିଆରି କରିଥା’ନ୍ତି। ସେମାନେ ଗୁଜରାଟର ଭିନ୍ନ ଭିନ୍ନ ସ୍ଥାନକୁ ଯାଇ ଅପଶିଷ୍ଟ ତନ୍ତୁ କିଣିଥାନ୍ତି, ରାତିରେ ଟ୍ରେନ୍‌ରେ ବସି ରାଜ୍ୟବ୍ୟାପୀ ଯାତ୍ରା କରିଥା’ନ୍ତି

Editor

PARI Desk

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Umesh Solanki

ଉମେଶ ସୋଲାଙ୍କୀ ଅହମ୍ମଦାବାଦରେ ଅବସ୍ଥାପିତ ଜଣେ ଫଟୋଗ୍ରାଫର, ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା ଏବଂ ଲେଖକ, ସେ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସେ ଯାଯାବରଙ୍କ ଭଳି ଜୀବନକୁ ଭଲ ପାଆନ୍ତି। ତାଙ୍କର ସୃଜନଶୀଳ କୃତି ମଧ୍ୟରେ ରହିଛି କେତେଗୁଡ଼ିଏ କବିତା ସଙ୍କଳନ, ଗୋଟିଏ କବିତା ଉପନ୍ୟାସ, ଗୋଟିଏ ଉପନ୍ୟାସ ଏବଂ ବାସ୍ତବଧର୍ମୀ ସୃଜନଶୀଳ କାହାଣୀ ସଂଗ୍ରହ।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।