there-are-no-jobs-for-people-like-us-or

Kathua, Jammu and Kashmir

Jul 19, 2023

‘ଆମ ଭଳି ଲୋକଙ୍କ ପାଇଁ କୌଣସି ଚାକିରି ନାହିଁ’

ବକରୱାଲ ଯାଯାବର ସମୁଦାୟର ଯୁବପିଢ଼ି ଚାକିରି ଓ ସ୍ଥାୟୀ ବାସଗୃହ ଆଶାରେ ପଶୁପାଳକ ଭବିଷ୍ୟତଠାରୁ ଦୂରରେ ଉଚ୍ଚ ଶିକ୍ଷା ଦିଗରେ ଆଗକୁ ବଢ଼ୁଛନ୍ତି

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

କୋଲକାତାରେ ରହୁଥିବା ରୀତାୟନ ମୁଖାର୍ଜୀଙ୍କର ଫଟୋଗ୍ରାଫି ପ୍ରତି ଆଗ୍ରହ ରହିଛି ଏବଂ ସେ ୨୦୧୬ର ପରୀ ବ୍ୟକ୍ତିତ୍ୱ । ସେ ତିବ୍ଦତୀୟ ମାଳଭୂମି ଅଞ୍ଚଳରେ ଯାଯାବର ପଶୁପାଳକ ସଂପ୍ରଦାୟର ଜୀବନ ଉପରେ ତଥ୍ୟ ସଂଗ୍ରହ କରୁଥିବା ଏକ ଦୀର୍ଘକାଳୀନ ପ୍ରକଳ୍ପରେ କାମ କରୁଛନ୍ତି ।

Author

Ovee Thorat

ପଶୁଚାରଣ ଏବଂ ରାଜନୈତିକ ପରିସ୍ଥିତି ସଂପର୍କରେ ରୁଚି ରଖୁଥିବା ଓଭି ଥୋରାଟ ଜଣେ ସ୍ୱାଧୀନ ଗବେଷକ।

Editor

Punam Thakur

ପୁନମ ଠାକୁର ଦିଲ୍ଲୀର ଜଣେ ମୁକ୍ତବୃତ୍ତି ସାମ୍ବାଦିକ ଏବଂ ରିପୋର୍ଟିଂ ଓ ସଂପାଦନାରେ ତାଙ୍କର ଅଭିଜ୍ଞତା ରହିଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

PARI Desk

ପରୀ ସମ୍ପାଦକୀୟ ବିଭାଗ ଆମ ସମ୍ପାଦନା କାର୍ଯ୍ୟର ପ୍ରମୁଖ କେନ୍ଦ୍ର। ସାରା ଦେଶରେ ଥିବା ଖବରଦାତା, ଗବେଷକ, ଫଟୋଗ୍ରାଫର, ଚଳଚ୍ଚିତ୍ର ନିର୍ମାତା ଓ ଅନୁବାଦକଙ୍କ ସହିତ ସମ୍ପାଦକୀୟ ଦଳ କାର୍ଯ୍ୟ କରିଥାଏ। ସମ୍ପାଦକୀୟ ବିଭାଗ ପରୀ ଦ୍ୱାରା ପ୍ରକାଶିତ ଲେଖା, ଭିଡିଓ, ଅଡିଓ ଏବଂ ଗବେଷଣା ରିପୋର୍ଟର ପ୍ରଯୋଜନା ଓ ପ୍ରକାଶନକୁ ପରିଚାଳନା କରିଥାଏ।