these-protests-are-like-school-for-us-or

Mansa, Punjab

Jun 05, 2024

‘ଏହିସବୁ ଆନ୍ଦୋଳନ ଆମ ପାଇଁ ବିଦ୍ୟାଳୟ ସଦୃଶ’

ପଞ୍ଜାବ ମନସା ଜିଲ୍ଲାର କିଶନଗଡ଼ ସେଧା ସିଂ ୱାଲାର ବରିଷ୍ଠ ମହିଳାଙ୍କ ପାଇଁ ୨୦୨୦-୨୧ର ଐତିହାସିକ କୃଷି ଆନ୍ଦୋଳନ ପରିବର୍ତ୍ତନକାରୀ ଥିଲା। ଅସହମତି ଏକ ଶିକ୍ଷା ଭାବେ କାମ କଲା, ଏପରିକି ୨୦୨୪ର ସାଧାରଣ ନିର୍ବାଚନରେ ସେମାନଙ୍କ ପାଇଁ ବିକଳ୍ପ ପ୍ରସ୍ତୁତ କଲା

Want to republish this article? Please write to [email protected] with a cc to [email protected]

Author

Arshdeep Arshi

ଅର୍ଶଦୀପ ଅର୍ଶି ଚଣ୍ଡୀଗଡ଼ର ଜଣେ ସ୍ୱାଧୀନ ସାମ୍ବାଦିକ ଏବଂ ଅନୁବାଦକ ଏବଂ ସେ ନ୍ୟୁଜ୍18 ପଞ୍ଜାବ ଓ ହିନ୍ଦୁସ୍ତାନ ଟାଇମସରେ କାମ କରିଛନ୍ତି। ସେ ପାତିଆଲାର ପଞ୍ଜାବୀ ବିଶ୍ୱବିଦ୍ୟାଳୟରୁ ଇଂଲିଶ ସାହିତ୍ୟରେ ଏମ୍.ଫିଲ ଉପାଧି ହାସଲ କରିଛନ୍ତି।

Editor

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।