this-job-is-our-only-livelihood-or

Chennai, Tamil Nadu

Aug 30, 2025

‘ଏହି କାମ ହିଁ ଆମର ଏକମାତ୍ର ଜୀବିକା’

ସେମାନଙ୍କ ଚାକିରିର ଘରୋଇକରଣ ଯୋଗୁଁ ସେମାନଙ୍କୁ ମିଳୁଥିବା ମଜୁରି ପ୍ରାୟ ୫୦ ପ୍ରତିଶତ କମିଯିବା ଆଶଙ୍କା ରହିଥିବାରୁ ଏହାର ପ୍ରତିବାଦରେ ୨୦୨୫ ଅଗଷ୍ଟ ୧ରୁ ୧୩ ତାରିଖ ପର୍ଯ୍ୟନ୍ତ ୨,୦୦୦ରୁ ଅଧିକ ସଫେଇ କର୍ମଚାରୀ ଧାରଣାରେ ବସିଲେ । ଅଧିକାଂଶ ଆନ୍ଦୋଳନକାରୀ ଥିଲେ ମହିଳା ଏବଂ ସେମାନଙ୍କ ମଧ୍ୟରୁ ଅନେକ ଥିଲେ ବିଧବା

Want to republish this article? Please write to [email protected] with a cc to [email protected]

Author

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Author

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।