tiger-tiger-everywhere-or

West Champaran, Bihar

May 22, 2025

ବାଘ ବାଘ ଚାରିଆଡ଼େ ବାଘ

ବିହାରର ବାଲ୍ମୀକି ବ୍ୟାଘ୍ର ଅଭୟାରଣ୍ୟରେ ବାଘମାନଙ୍କ ସଂଖ୍ୟା ଅତି ଦ୍ରୁତ ଗତିରେ ବଢୁଛି, ତା’ ସହିତ ତାଳ ଦେଇ ମନୁଷ୍ୟ ଓ ଜନ୍ତୁମାନଙ୍କ ସଂଘର୍ଷରେ ବଢୁଛି ମୃତ୍ୟୁ ସଂଖ୍ୟା

Want to republish this article? Please write to [email protected] with a cc to [email protected]

Author

Umesh Kumar Ray

ଉମେଶ କୁମାର ରାୟ ହେଉଛନ୍ତି ତକ୍ଷଶିଳା-ପରୀ ବରିଷ୍ଠ ଫେଲୋଶିପର ପ୍ରଥମ ପ୍ରାପକ (୨୦୨୫) । ସେ ବିହାରରେ ରହୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଓ ସମାଜର ଦୁର୍ବଳ ଶ୍ରେଣୀ ବିଷୟରେ ଲେଖନ୍ତି। ଉମେଶ ୨୦୨୨ରେ ‘ପରୀ ଫେଲୋ’ ଥିଲେ ।

Photos and Video

Shreya Katyayini

ଶ୍ରେୟା କାତ୍ୟାୟିନୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ଚଳଚ୍ଚିତ୍ର ନିର୍ମାତା ଏବଂ ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ପରୀ ପାଇଁ ଅଙ୍କନ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editors

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Editors

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ପରୀ ଏଜୁକେସନର ଅଂଶବିଶେଷ ଭାବେ ପ୍ରଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ସହ ନିବିଡ଼ ଭାବେ କାର୍ଯ୍ୟ କରିଥା’ନ୍ତି। ସର୍ବଜୟା ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। ସେ କୋଲକାତାରେ ରୁହନ୍ତି ଏବଂ ସହରର ଇତିହାସ ଏବଂ ଭ୍ରମଣ ସାହିତ୍ୟ କ୍ଷେତ୍ରରେ ତାଙ୍କର ରୁଚି ରହିଛି।