two-gods-two-stairways-four-donation-boxes-or

Aug 24, 2023

ଦୁଇ ଭଗବାନ, ଦୁଇଟି ଶିଢ଼ି, ଚାରିଟି ଦାନ ବାକ୍ସ

ଝାଡ଼ଖଣ୍ଡର ଜଣେ ଆଦିବାସୀ ସାମ୍ବାଦିକ ଏକ ପୂଜାସ୍ଥଳୀକୁ ଯାତ୍ରା କରିଛନ୍ତି । ତାଙ୍କର ଏହି ଯାତ୍ରା କ୍ଷମତା, ରାଜନୀତି, ଧର୍ମ ମଧ୍ୟରେ ରହିଥିବା ଅସହଜ ସମ୍ପର୍କ ଏବଂ ଆଦିବାସୀଙ୍କ ପରିଚୟକୁ ନେଇ ଅନୁଶୀଳନ କରିବା ଲାଗି ଅନୁପ୍ରାଣିତ କରିଛି

Want to republish this article? Please write to [email protected] with a cc to [email protected]

Author

Jacinta Kerketta

ଓରାଓଁ ଆଦିବାସୀ ସମୁଦାୟର ଜେସିଣ୍ଟା କେରକେଟ୍ଟା ଜଣେ ନିରପେକ୍ଷ ଲେଖିକା ଏବଂ ଗ୍ରାମୀଣ ଝାଡ଼ଖଣ୍ଡର ଖବରଦାତା। ତାଙ୍କ କବିତାରେ ଆଦିବାସୀ ସମୁଦାୟଙ୍କ ସଂଘର୍ଷ ଏବଂ ସେମାନଙ୍କ ପ୍ରତି ହେଉଥିବା ଅନ୍ୟାୟର ବର୍ଣ୍ଣନା ଦେଖିବାକୁ ମିଳିଥାଏ।

Illustration

Manita Kumari Oraon

ମନିତା କୁମାରୀ ଓରାଓଁ ଝାଡ଼ଖଣ୍ଡରେ ରହୁଥିବା ଜଣେ କଳାକାର। ସେ ଆଦିବାସୀ ସମୁଦାୟ ପାଇଁ ସାମାଜିକ ଓ ସାଂସ୍କୃତିକ ଗୁରୁତ୍ୱ ବହନ କରୁଥିବା ପ୍ରସଙ୍ଗ ଉପରେ ମୂର୍ତ୍ତି ଓ ଚିତ୍ର ଆଙ୍କିଥାନ୍ତି ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।