walking-with-elephants-in-udanti-sitanadi-tiger-reserve-or

Dhamtari, Chhattisgarh

Jan 30, 2025

ଉଦନ୍ତି ସୀତାନଦୀ ବ୍ୟାଘ୍ର ଅଭୟାରଣ୍ୟରେ ହାତୀମାନଙ୍କ ସହ ପଦଯାତ୍ରା

ଛତିଶଗଡ଼ର ତେନାହି ଗାଁର ଯୁବକମାନେ ସେମାନଙ୍କ ଜୀବନକୁ ବାଜି ଲଗେଇ ଜଙ୍ଗଲ ଭିତରେ ହାତୀମାନଙ୍କୁ ଠାବ କରନ୍ତି। ଜଙ୍ଗଲ ବିଭାଗ ସେମାନଙ୍କୁ ସ୍ଵାଗତ କରୁଥିବା ବେଳେ, ଲୋକେ କହନ୍ତି କି ସେମାନଙ୍କ ଫସଲ ନଷ୍ଟ ହେବାର ବିପଦ ରହୁଛି

Student Reporter

Prajjwal Thakur

Translator

OdishaLIVE

Want to republish this article? Please write to [email protected] with a cc to [email protected]

Student Reporter

Prajjwal Thakur

ପ୍ରଜ୍ଜ୍ୱଳ ଠାକୁର ଅଜୀମ ପ୍ରେମଜୀ ବିଶ୍ୱବିଦ୍ୟାଳୟରେ ସ୍ନାତକ ଛାତ୍ର ଅଟନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।