what-we-want-is-work-on-all-30-days-or

Pune, Maharashtra

Feb 07, 2025

‘ଆମକୁ ୩୦ ଦିନ କାମ ଦରକାର’

ଅନେକ ବର୍ଷ ହେବ ‘ଅପରାଧୀ’ ମାନ୍ୟତାରୁ ବିମୁକ୍ତ ହୋଇସାରିଥିଲେ ସୁଦ୍ଧା ମହାରାଷ୍ଟ୍ରରେ ରହୁଥିବା ଭୂମିହୀନ ଭୀଲ ପାରଧୀ ପରିବାର ଏବେ ସୁଦ୍ଧା ସାମାଜିକ ବାଛବିଚାର ଏବଂ ଅବହେଳାର ଶିକାର ହୋଇ ଆସୁଛନ୍ତି। ବଜେଟ୍‌ ଦ୍ୱାରା ସେମାନଙ୍କ ପାଇଁ କିଛି ବଦଳିବ ନାହିଁ ବୋଲି ସେମାନେ ଭାବନ୍ତି

Author

Jyoti

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।