when-being-political-makes-good-business-sense-or

Dindori, Madhya Pradesh

Mar 29, 2025

ଯେତେବେଳେ ରାଜନୈତିକ ହେବା ବ୍ୟବସାୟିକ ଦୃଷ୍ଟିରୁ ଭଲ ହୋଇଥାଏ

ମଧ୍ୟପ୍ରଦେଶ ଡିଣ୍ଡୋରି ଜିଲ୍ଲାର ମହିଳା ଚାଷୀମାନେ ମିଶି ହଲଚଲିତ୍‌ ମହିଳା କିଷାନ ମହିଳା ଉତ୍ପାଦକ କମ୍ପାନୀ ଗଠନ କରିଛନ୍ତି ଯାହାକି ନିଜ ସଦସ୍ୟମାନଙ୍କ ମଧ୍ୟରେ ଜୈବିକ ଏବଂ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେଉଛି

Want to republish this article? Please write to [email protected] with a cc to [email protected]

Author

Namita Waikar

ନମିତା ୱାଇକର ହେଉଛନ୍ତି ଜଣେ ଲେଖିକା, ଅନୁବାଦିକା ଏବଂ ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ। ତାଙ୍କ ରଚିତ ଉପନ୍ୟାସ ‘ଦ ଲଙ୍ଗ ମାର୍ଚ୍ଚ’ ୨୦୧୮ରେ ପ୍ରକାଶ ପାଇଥିଲା।

Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Editors

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।