when-life-is-a-long-distance-race-or

Amritsar District, Punjab

May 17, 2024

ଜୀବନ ଯେଉଁଠି ଏକ ଲମ୍ବା ଦୌଡ଼

ସୁରକ୍ଷିତ ଚାକିରିଟିଏ ପାଇବାର ଲକ୍ଷ୍ୟ ହାସଲ କରିବା ପାଇଁ ପଞ୍ଜାବର ଅନୁସୂଚିତ ଜାତିର ଝିଅମାନଙ୍କୁ ବହୁ ପଥ ଅତିକ୍ରମ କରିବାକୁ ପଡ଼ିଥାଏ । ଲିଙ୍ଗଗତ ଭେଦଭାବ ଜନିତ ସେମାନଙ୍କ ସଂଘର୍ଷ ସହିତ ସାମିଲ ହୋଇ ରହିଥାଏ ଦାରିଦ୍ର୍ୟ, ଜାତିଗତ ପରିଚୟ, ପୁଷ୍ଟିକର ଖାଦ୍ୟର ଅଭାବ ଏବଂ ଶିକ୍ଷାଲାଭର ସୀମିତ ସୁଯୋଗ

Want to republish this article? Please write to [email protected] with a cc to [email protected]

Author

Arshdeep Arshi

ଅର୍ଶଦୀପ ଅର୍ଶି ଚଣ୍ଡୀଗଡ଼ର ଜଣେ ସ୍ୱାଧୀନ ସାମ୍ବାଦିକ ଏବଂ ଅନୁବାଦକ ଏବଂ ସେ ନ୍ୟୁଜ୍18 ପଞ୍ଜାବ ଓ ହିନ୍ଦୁସ୍ତାନ ଟାଇମସରେ କାମ କରିଛନ୍ତି। ସେ ପାତିଆଲାର ପଞ୍ଜାବୀ ବିଶ୍ୱବିଦ୍ୟାଳୟରୁ ଇଂଲିଶ ସାହିତ୍ୟରେ ଏମ୍.ଫିଲ ଉପାଧି ହାସଲ କରିଛନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।