where-will-we-go-leaving-everything-behind-or

Birbhum, West Bengal

Jul 06, 2023

‘ସବୁ କିଛି ଛାଡ଼ି ଆମେ କେଉଁଠିକି ଯିବୁ?’

ପଶ୍ଚିମବଙ୍ଗର ଦେଓଚା ପାଚମୀ କୋଇଲା ଖଣି ଅଞ୍ଚଳରେ ନିଜ ନିଜର ଜମି ଓ ଜୀବିକାକୁ ରକ୍ଷା କରିବା ଲାଗି ଚାଲିଥିବା ପ୍ରତିବାଦ ଆନ୍ଦୋଳନର ସମ୍ମୁଖ ଭାଗରେ ଅଛନ୍ତି ମହିଳାମାନେ। ଚିତ୍ର ଅଙ୍କନ ଜରିଆରେ ସେମାନଙ୍କର ଏହି ନିଷ୍ଠାପର ଲଢ଼େଇର କାହାଣୀ ଶୁଣାନ୍ତି ଜଣେ ଚିତ୍ରକର

Want to republish this article? Please write to [email protected] with a cc to [email protected]

Author

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।