workers-in-rohtak-vote-for-change-or

Rohtak, Haryana

Jun 09, 2024

ପରିବର୍ତ୍ତନ ପାଇଁ ଭୋଟ୍‌ ଦେଲେ ରୋହତକର ଶ୍ରମିକ

ପ୍ରାୟ ଏକ ଶତାବ୍ଦୀରୁ ଅଧିକ ସମୟ ପୂର୍ବରୁ, ହରିୟାଣାର ଏହି ତହସିଲ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ମାଇଲଖୁଣ୍ଟ ପ୍ରତିଷ୍ଠା କରିଥିଲା। ଚଳିତ ସାଧାରଣ ନିର୍ବାଚନ ୨୦୨୪ ସେମାନଙ୍କ ପାଇଁ କେଉଁ ମୂଲ୍ୟ ରଖୁଛି ତାହା ଏହି ଅଞ୍ଚଳର ଶ୍ରମିକମାନେ ଦର୍ଶାଇ ଦେଇଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Amir Malik

ଆମିର ମଲିକ ଜଣେ ନିରପେକ୍ଷ ସାମ୍ବାଦିକ ଏବଂ ୨୦୨୨ର ପରୀ ସଦସ୍ୟ।

Editor

Medha Kale

ମେଧା କାଲେ ପୁନେରେ ରହନ୍ତି ଏବଂ ମହିଳା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେ କାମ କରିଛନ୍ତି । ସେ ମଧ୍ୟ PARIର ଜଣେ ଅନୁବାଦକ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।