yakshagana-s-women-performers-take-the-stage-or

Dakshina Kannada, Karnataka

Nov 04, 2025

ମଞ୍ଚ ଅଧିକାର କଲେ ଯକ୍ଷଗାନର ମହିଳା କଳାକାର

ମୁକାମ୍ବିକା ୱାରାମ୍ବଲି ହେଉଛନ୍ତି ତୁଲୁନାଡ଼ୁ, କର୍ଣ୍ଣାଟକର ସଙ୍ଗୀତ ଆଧାରିତ ନୃତ୍ୟନାଟିକାର ପ୍ରଥମ ମହିଳା କଳାକାର। ଏହି କଳା କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱରେ ଦଳ ଗଠନ ହେଉଛି ତାଙ୍କର କୃତିତ୍ୱ

Want to republish this article? Please write to [email protected] with a cc to [email protected]

Author

Faisal Ahmed

ଉପକୂଳ କର୍ଣ୍ଣାଟକର ମାଲପେ ସହର ବାସିନ୍ଦା ଫୈଜଲ ଅହମ୍ମଦ ଜଣେ ବୃତ୍ତଚିତ୍ର ନିର୍ମାତା । ସେ ପୂର୍ବରୁ ମଣିପାଲ ଏକାଡେମୀ ଅଫ୍‌ ହାୟର ଏଜୁକେସନ୍‌ରେ କାର୍ଯ୍ୟରତ ଥିଲେ ଏବଂ ସେଠାରେ ହିଁ ସେ ତୁଲୁନାଡୁର ବିଭିନ୍ନ ପ୍ରଚଳିତ ସଂସ୍କୃତି ଉପରେ ନିର୍ମିତ ବୃତ୍ତଚିତ୍ରର ନିର୍ଦ୍ଦେଶନା ଦେଇଥିଲେ । ସେ (୨୦୨୨-୨୩ର) ଜଣେ MMF-PARI ଫେଲୋ ।

Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।