zanskars-yak-herders-are-feeling-the-heat-or

Kargil, Ladakh, Jammu and Kashmir

Dec 05, 2023

ତାପମାତ୍ରା ବୃଦ୍ଧି ଯୋଗୁଁ ସଂକଟରେ ଜଂସ୍କାରର ଚମରୀ ଗାଈ ପାଳକ

ଲଦାଖ ଅଞ୍ଚଳରେ ତାପମାତ୍ରା ବଢ଼ିବାରେ ଲାଗିଥିବାରୁ ଜଂସ୍କାର ଉପତ୍ୟକାର ଚମରୀ ଗାଈ ପାଳକମାନଙ୍କ ପାଇଁ ସେମାନଙ୍କ ଗୋପାଳନ ବୃତ୍ତି ଏବଂ ଗାଈମାନଙ୍କର ରକ୍ଷଣାବେକ୍ଷଣ କଷ୍ଟକର ହୋଇପଡ଼ିଛି

Want to republish this article? Please write to [email protected] with a cc to [email protected]

Author

Ritayan Mukherjee

ରୀତାୟନ ମୁଖାର୍ଜୀ କୋଲକାତାରେ ରହୁଥିବା ଜଣେ ଫଟୋଗ୍ରାଫର ଏବଂ ପରୀର ବରିଷ୍ଠ ଫେଲୋ। ସେ ଭାରତର ପ୍ରାଣୀପାଳକ ଓ ଯାଯାବର ସମ୍ପ୍ରଦାୟର ଜୀବନୀ ଉପରେ ଆଧାରିତ ଏକ ଦୀର୍ଘକାଳୀନ ପ୍ରକଳ୍ପ ଉପରେ କାମ କରୁଛନ୍ତି।

Editor

Sanviti Iyer

ସନ୍ୱିତୀ ଆୟାର ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆରେ ଜଣେ ବିଷୟବସ୍ତୁ ସଂଯୋଜିକା ଭାବେ କାର୍ଯ୍ୟ କରୁଛନ୍ତି। ଗ୍ରାମୀଣ ଭାରତର ପ୍ରସଙ୍ଗ ଉପରେ ଦସ୍ତାବିଜ ସଂଗ୍ରହ କରିବା ଏବଂ ରିପୋର୍ଟ ପ୍ରସ୍ତୁତ କରିବାରେ ସହାୟତା ଲାଗି ସେ ମଧ୍ୟ ଛାତ୍ରଛାତ୍ରୀଙ୍କ ସହ କାମ କରିଥାନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।