ଐତିହାସିକ-ଲାଭ-ପାଇଁ-ଅସହ୍ୟ-ଯନ୍ତ୍ରଣା

Parbhani, Maharashtra

Aug 27, 2019

ଐତିହାସିକ ଲାଭ ପାଇଁ ଅସହ୍ୟ ଯନ୍ତ୍ରଣା

ମୌସୁମୀ ଋତୁର ବୁଣାବୁଣି ସମୟରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଜୁନ୍‌ ମାସରେ କୃଷକମାନଙ୍କ ଅନଶନ ପରେ ୧୦,୦୦୦ ଟଙ୍କାର ମଧ୍ୟବର୍ତ୍ତୀକାଳୀନ ସହାୟତା ଘୋଷଣା କରିଛନ୍ତି - ଅନେକ ଚାଷୀଙ୍କର ବହୁ କ୍ଷୟକ୍ଷତି ହୋଇଥିବା ସ୍ଥଳେ ଏହି ପରିମାଣ ସମୁଦ୍ରକୁ ଶଙ୍ଖେ ପରି।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍‌.ଏନ୍‌ ୨୦୧୭ ମସିହାରେ ପରୀର ଫେଲୋ ରହିଥିଲେ ଏବଂ ଜଣେ ସ୍ଵାଧୀନ ସାମ୍ଵାଦିକ ଭାବେ ବିଭିନ୍ନ ନ୍ୟୁଜ୍‌ ୱେବସାଇଟ ପାଇଁ କାମ କରୁଛନ୍ତି। ସେ କ୍ରିକେଟ ଖେଳିବା ଏବଂ ବୁଲାବୁଲି କରିବାକୁ ଭଲପାଆନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।