ଓଡ଼ିଶାର ଜଗତ୍ ସିଂହପୁରର ଢିଙ୍କିଆ ଗ୍ରାମର ପୂର୍ଣ୍ଣଦାସ ହେଉଛନ୍ତି ଏକାଧାରରେ ଜଣେ କବି , ଗାୟକ , କେଉଟ ଏବଂ ଦିନ ମଜୁରିଆ।

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

ଏହାଙ୍କ ଲିଖିତ ଅନ୍ୟ ବିଷୟଗୁଡିକ ପୁରୁଷୋତ୍ତମ ଠାକୁର
Translator : OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

ଏହାଙ୍କ ଲିଖିତ ଅନ୍ୟ ବିଷୟଗୁଡିକ OdishaLIVE