ତାଲାବନ୍ଦ-ବେଳେ-ରାଜପଥରେ-ବୃଦ୍ଧା-ଓ-ତାଙ୍କ-ପୁତୁରା

Nashik, Maharashtra

Jun 17, 2020

ତାଲାବନ୍ଦ ବେଳେ ରାଜପଥରେ ବୃଦ୍ଧା ଓ ତାଙ୍କ ପୁତୁରା

ହଜାର ହଜାର କିଲୋମିଟର ରାସ୍ତା ଚାଲି ଚାଲି ପ୍ରବାସୀ ଶ୍ରମିକମାନେ ସେମାନଙ୍କ ଘରକୁ ଫେରୁଥିବା ଦୃଶ୍ୟ ଆମ ମନକୁ ବାରମ୍ବାର ବିଚଳିତ କରୁଛି । ହେଲେ, ଗୋଟିଏ ଚିତ୍ର ଏପରି ଅଛି ଯାହା ଏହି କଳାକାରର ମନରେ କିଛି ଆଶା ଓ ମାନବିକତାର ଭାବନା ସୃଷ୍ଟି କରିଛି ।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।