ମଙ୍ଗଲ-ଓ-ମୀରାବାଇ-ଚାଷୀ-ଆନ୍ଦୋଳନରେ-ଦୁଇ-ଭଉଣୀ

Nashik, Maharashtra

Feb 23, 2021

ମଙ୍ଗଲ ଓ ମୀରାବାଇ : ଚାଷୀ ଆନ୍ଦୋଳନରେ ଦୁଇ ଭଉଣୀ

କିଛି ବର୍ଷ ଧରି ଚାଷୀ ଆନ୍ଦୋଳନରେ ବାରମ୍ବାର ଭାଗ ନେବା କାରଣରୁ ନାସିକ ଜିଲ୍ଲାର ମଙ୍ଗଲ ଘଡ଼ଗେ ଓ ମୀରାବାଇ ଲାଙ୍ଗେଙ୍କ ମଧ୍ୟରେ ବନ୍ଧୁତା ସୃଷ୍ଟି ହୋଇଛି-ଏବଂ ଦୁହେଁ ଚଳିତ ସପ୍ତାହରେ ନାସିକରୁ ଦିଲ୍ଲୀ ଅଭିମୁଖେ ବାହାରିଥିବା ଗାଡ଼ି ଶୋଭାଯାତ୍ରାରେ ମଧ୍ୟ ଅଂଶଗ୍ରହଣ କରିଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍‌.ଏନ୍‌ ୨୦୧୭ ମସିହାରେ ପରୀର ଫେଲୋ ରହିଥିଲେ ଏବଂ ଜଣେ ସ୍ଵାଧୀନ ସାମ୍ଵାଦିକ ଭାବେ ବିଭିନ୍ନ ନ୍ୟୁଜ୍‌ ୱେବସାଇଟ ପାଇଁ କାମ କରୁଛନ୍ତି। ସେ କ୍ରିକେଟ ଖେଳିବା ଏବଂ ବୁଲାବୁଲି କରିବାକୁ ଭଲପାଆନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।