1--ଗଣତନ୍ତ୍ରକୁ-ବଞ୍ଚାଇ-ରଖିବାରେ-ସହଯୋଗ-କରୁଥିବା-ଚାଷୀମାନେ

Mumbai, Maharashtra

Feb 25, 2020

ଗଣତନ୍ତ୍ରକୁ ବଞ୍ଚାଇ ରଖିବାରେ ସହଯୋଗ କରୁଥିବା ଚାଷୀମାନେ

୨୦୧୮ରେ ନାସିକ୍‌ରୁ ମୁମ୍ବାଇ ପର୍ଯ୍ୟନ୍ତ ପଦଯାତ୍ରାରେ ଆସିଥିବା ମହାରାଷ୍ଟ୍ର ଚାଷୀଙ୍କ ସ୍ୱରକୁ ପରିର ପ୍ରଥମ ପୋଡ୍‌କାଷ୍ଟ ରୂପ ଦେଇଛି। ସେମାନେ ତାଙ୍କ ସଂଘର୍ଷ ଓ ଆଶା - ଏବଂ ସେମାନେ କରିଥିବା ରାଜ୍ୟର ଦାବି ସଂପର୍କରେ କହିଛନ୍ତି।

Want to republish this article? Please write to [email protected] with a cc to [email protected]

Author

Samyukta Shastri

ଲେଖକ ପରିଚୟ: ସମ୍ୟୁକ୍ତା ଶାସ୍ତ୍ରୀ ହେଉଛନ୍ତି ପିପୁଲସ୍ ଆର୍କାଇଭ ଅଫ ରୁରାଲ ଇଣ୍ଡିଆର ବିଷୟ ସଂଯୋଜକ। ପୁନେର ସିମ୍ବିଓସିସ୍ ସେଣ୍ଟର ଫର ମିଡିଆ ଆଣ୍ଡ ମ୍ୟାନେଜମେଣ୍ଟ ଷ୍ଟଡିଜରୁ ସେ ସ୍ନାତକ ଡିଗ୍ରୀ ଏବଂ ଇଂରାଜୀ ସାହିଦ୍ୟରେ ଏସ୍ଏନ୍ଡିଟି ମହିଳା ବିଶ୍ୱବିଦ୍ୟାଳୟ, ମୁମ୍ବାଇରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି।

Author

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।