and-odho-jam-weeps-or

Kachchh, Gujarat

Jan 10, 2024

ବିରହ ବେଦନାରେ ଓଢ଼ୋ ଜାମ୍‌...

ଏହି ଗୀତରେ ରହିଛି ନିଜ ପ୍ରେମିକାଠାରୁ ବିଚ୍ଛେଦ ହେବାର ଦୁଃଖ ଓ ବିରହର ଗାଥା ଯାହାକି କଚ୍ଛର ଓଢ଼ୋ ଜାମ୍‌ ଏବଂ ହୋଥଲ ପଦମଣିଙ୍କ ଏକ ପ୍ରାଚୀନ ତଥା ପ୍ରସିଦ୍ଧ ଲୋକକଥା ଉପରେ ଆଧାରିତ

Want to republish this article? Please write to [email protected] with a cc to [email protected]

Text

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।