kotpad-sarees-a-weave-in-time-or

Koraput, Odisha

Aug 12, 2023

କୋଟପାଡ଼ ଶାଢ଼ୀ: ଏ ୱିଭ୍‌ ଇନ୍‌ ଟାଇମ୍‌

ଶସ୍ତା ଉତ୍ପାଦଠାରୁ ମିଳୁଥିବା ପ୍ରତିଦ୍ୱନ୍ଦ୍ୱିତା କିଭଳି ଭାବେ ଓଡ଼ିଶାର କୁଶଳୀ କୋଟପାଡ଼ ବୁଣାକାରଙ୍କ ଜୀବିକା ପ୍ରତି ବିପଦ ସୃଷ୍ଟି କରୁଛି ତାହା ଆମେ ଜାତୀୟ ହସ୍ତତନ୍ତ ସପ୍ତାହ ଉପଲକ୍ଷେ ଜାଣିବା

Translator

OdishaLIVE

Text Editor

Vishaka George

Want to republish this article? Please write to [email protected] with a cc to [email protected]

Author

Kavita Carneiro

କବିତା କାର୍ଣ୍ଣେରିଓ ପୁଣେର ଜଣେ ନିରପେକ୍ଷ ଚଳଚ୍ଚିତ୍ର ନିର୍ମାତା ଏବଂ ସେ ଗତ ଏକ ଦଶନ୍ଧି ଧରି ସାମାଜିକ ପ୍ରଭାବ ସୃଷ୍ଟିକାରୀ ଚଳଚ୍ଚିତ୍ର ନିର୍ମାଣ କରିଆସୁଛନ୍ତି । ତାଙ୍କର ଚଳଚ୍ଚିତ୍ରଗୁଡ଼ିକ ମଧ୍ୟରେ ଜାଫର ଓ ଟୁଡୁ ଶୀର୍ଷକ ଫିଚର-ସଦୃଶ ଦୀର୍ଘ ଏକ ପ୍ରମାଣିକ ଚଳଚ୍ଚିତ୍ର ରହିଛି ଯାହା ରଗବୀ ଖେଳାଳୀଙ୍କୁ ନେଇ ପ୍ରସ୍ତୁତ । ସେ ପ୍ରସ୍ତୁତ କରିଥିବା ସଦ୍ୟତମ ଚଳଚ୍ଚିତ୍ର ହେଉଛି କାଳେଶ୍ୱରମ ଯାହାକି ବିଶ୍ୱର ସବୁଠୁ ବଡ଼ ଉଠା ଜଳସେଚନ ପ୍ରକଳ୍ପ ଉପରେ କେନ୍ଦ୍ରିତ ।

Text Editor

Vishaka George

ବିଶାଖା ଜର୍ଜ ପରୀର ବରିଷ୍ଠ ସଂପାଦକ ଭାବରେ କାର୍ଯ୍ୟ କରିଛନ୍ତି । ସେ ଜୀବିକା ଏବଂ ପରିବେଶ ପ୍ରସଙ୍ଗରେ ରିପୋର୍ଟ କରନ୍ତି । ବିଶାଖା ପରୀର ସୋସିଆଲ ମିଡିଆ (୨୦୧୭-୨୦୨୫) ର କାର୍ଯ୍ୟକ୍ରମ ମୁଖ୍ୟ ଥିଲେ ଏବଂ ପରୀର ବିଭିନ୍ନ ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ସହିତ ଛାତ୍ରଛାତ୍ରୀଙ୍କୁ ଘେରି ରହିଥିବା ବିଭିନ୍ନ ସମସ୍ୟାକୁ ନଥିଭୁକ୍ତ କରିବା ଦିଗରେ ସେ ଶିକ୍ଷା ଟିମ୍‌ରେ କାର୍ଯ୍ୟ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।