of-polls-poems-and-photos-or

Kolkata, West Bengal

Jun 04, 2024

ମତଦାନ, କବିତା ଓ ଫଟୋ ଆଦି ସମ୍ପର୍କରେ...

୨୦୨୪ ସାଧାରଣ ନିର୍ବାଚନ ପୂର୍ବ ପାଞ୍ଚ ବର୍ଷ ଧରି ପଶ୍ଚିମବଙ୍ଗର ଜଣେ ସାମ୍ବାଦିକ ଓ କବି ସାରା ରାଜ୍ୟ ପରିକ୍ରମା କରି ଯାହା ଯାହା ତାଙ୍କ ଦୃଷ୍ଟିକୁ ଆସିଛି ସେହି ସବୁ କଥାକୁ ଆମ ଆଗରେ ଉପସ୍ଥାପନ କରିଛନ୍ତି

Want to republish this article? Please write to [email protected] with a cc to [email protected]

Author

Joshua Bodhinetra

ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆ (ପରୀ) ରେ ଭାରତୀୟ ଭାଷା କାର୍ଯ୍ୟକ୍ରମ, ପରୀଭାଷାର ବିଷୟବସ୍ତୁ ପରିଚାଳକ ଜୋଶୁଆ ବୋଧିନେତ୍ର। ସେ କୋଲକାତାର ଯାଦବପୁର ବିଶ୍ୱବିଦ୍ୟାଳୟରୁ ତୁଳନାତ୍ମକ ସାହିତ୍ୟରେ ଏମଫିଲ କରିଛନ୍ତି ଏବଂ ଜଣେ ବହୁଭାଷୀ କବି, ଅନୁବାଦକ, କଳା ସମାଲୋଚକ ଏବଂ ସାମାଜିକ କର୍ମୀ ଅଟନ୍ତି।

Author

Smita Khator

ସ୍ମିତା ଖାଟୋର ହେଉଛନ୍ତି ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ୍‌ ଇଣ୍ଡିଆ (ପରୀ)ର ଭାରତୀୟ ଭାଷା କାର୍ଯ୍ୟକ୍ରମ ପରୀଭାଷାର ମୁଖ୍ୟ ଅନୁବାଦ ସମ୍ପାଦକ। ଅନୁବାଦ, ଭାଷା ଏବଂ ଅଭିଲେଖ ଆଦି ହେଉଛି ତାଙ୍କ କାର୍ଯ୍ୟ କ୍ଷେତ୍ର। ସେ ମହିଳାମାନଙ୍କ ସମସ୍ୟା ଏବଂ ଶ୍ରମ ସମ୍ପର୍କରେ ଲେଖନ୍ତି।

Illustration

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ‘ପରୀ’ର ଜଣେ ବରିଷ୍ଠ ସଂପାଦକ ଏବଂ ସେ ‘ପରୀ’ର ସୃଜନଶୀଳ ଲେଖା ବିଭାଗର ମୁଖ୍ୟ । ସେ ମଧ୍ୟ ‘ପରୀଭାଷା’ ଟିମ୍‌ର ଜଣେ ସଦସ୍ୟ ଏବଂ ଗୁଜରାଟୀ ଲେଖାର ଅନୁବାଦ ଓ ସଂପାଦନା କରନ୍ତି । ତାଙ୍କର ଗୁଜରାଟୀ ଏବଂ ଇଂରାଜୀ ଭାଷାରେ ଅନେକ କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।