ବାସାଇ-ଦୁର୍ଗର-ପଥର-ପ୍ରାଚୀରକୁ-ପିଠି-କରିଥିବା-ଓ୍ୱାଡରମାନେ

Palghar, Maharashtra

Mar 12, 2018

ବାସାଇ ଦୁର୍ଗର ପଥର ପ୍ରାଚୀରକୁ ପିଠି କରିଥିବା ଓ୍ୱାଡରମାନେ

ମହାରାଷ୍ଟ୍ରର ୱାଡରମାନେ ହେଉଛନ୍ତି ପାରଂପରିକ ଭାବେ ପଥରକାରିଗର। ସ୍ମାରକଗୁଡିକର ପୁନରୁଦ୍ଧାର କାର୍ଯ୍ୟରେ ସେମାନେ ସାରା ଦେଶ ବୁଲିଥାନ୍ତି। ସେମାନଙ୍କ ମଧ୍ୟରୁ ଅନେକ ମରୁଡି ପାଇଁ ବାଧ୍ୟ ହୋଇ ଘର ଛାଡିଥାନ୍ତି। ଉତ୍ତର ମୁମ୍ବାଇର ବାସାଇ ଦୁର୍ଗରେ କାମ କରୁଥିବା ଏହି ୱାଡାରମାନେ ସେମାମନଙ୍କ କଠିନ ପରିଶ୍ରମ ଏବଂ ନିରାଶାର କଥା କହନ୍ତି।

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Samyukta Shastri

ଲେଖକ ପରିଚୟ: ସମ୍ୟୁକ୍ତା ଶାସ୍ତ୍ରୀ ହେଉଛନ୍ତି ପିପୁଲସ୍ ଆର୍କାଇଭ ଅଫ ରୁରାଲ ଇଣ୍ଡିଆର ବିଷୟ ସଂଯୋଜକ। ପୁନେର ସିମ୍ବିଓସିସ୍ ସେଣ୍ଟର ଫର ମିଡିଆ ଆଣ୍ଡ ମ୍ୟାନେଜମେଣ୍ଟ ଷ୍ଟଡିଜରୁ ସେ ସ୍ନାତକ ଡିଗ୍ରୀ ଏବଂ ଇଂରାଜୀ ସାହିଦ୍ୟରେ ଏସ୍ଏନ୍ଡିଟି ମହିଳା ବିଶ୍ୱବିଦ୍ୟାଳୟ, ମୁମ୍ବାଇରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।