when-dalits-fight-to-reclaim-half-the-sky-or

Sangrur, Punjab

Sep 15, 2025

ଯେବେ ସମାନ ଅଧିକାର ଫେରି ପାଇବା ପାଇଁ ଲଢ଼େଇ କରନ୍ତି ଦଳିତମାନେ

ପଞ୍ଜାବର ୧୬୨ଟି ଗାଁରେ ୪,୨୧୦ ଏକର ଜମି ଫେରି ପାଇବା ପରେ, ଦଳିତମାନେ ଏବେ ୧୯୭୨ର ଜମି ସିଲିଂ ଆଇନରେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ଜମି ରଖିଥିବା ପ୍ରଭାବଶାଳୀ ଜାତିର ଲୋକମାନଙ୍କ ଉଦ୍‌ବୃତ୍ତ ଜମି ଅକ୍ତିଆର କରିବାକୁ ଉଦ୍ୟମ ଚଳାଇଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Vishav Bharti

ବିଶବ ଭାରତୀ ‘ପରୀ’ର ଜଣେ ବରିଷ୍ଠ ଫେଲୋ ଏବଂ ସେ ଗତ ଦୁଇ ଦଶନ୍ଧି ହେଲା ପଞ୍ଜାବର କୃଷି କ୍ଷେତ୍ରରେ ସଂକଟ ଏବଂ କୃଷକମାନଙ୍କର ପ୍ରତିରୋଧମୂଳକ ଆନ୍ଦୋଳନ ସଂପର୍କରେ ରିପୋର୍ଟ କରିଆସୁଛନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।