i-need-to-earn-12-lakhs-first-or

Baramulla, Jammu and Kashmir

Feb 07, 2025

‘ମୋର ଆଗ ୧୨ ଲକ୍ଷ ଟଙ୍କା ରୋଜଗାର ହେଉ!’

କାଶ୍ମୀର ବାରାମୁଲ୍ଲାର ପାଉଁରୁଟି ତିଆରି କରୁଥିବା ଜଣେ ବ୍ୟକ୍ତି କୁହନ୍ତି, ବଜେଟରେ ତାଙ୍କ ଭଳି ଲୋକଙ୍କ ପାଇଁ କିଛି ରହିଥିବା ସେ ଦେଖିପାରୁନାହାନ୍ତି। ଟିକସ ଛାଡ଼ ପରିବର୍ତ୍ତେ ଦରଦାମ ବୃଦ୍ଧି ତାଙ୍କୁ ଚିନ୍ତାରେ ପକାଇଥାଏ

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Muzamil Bhat

ମୁଜାମିଲ୍ ଭଟ ହେଉଛନ୍ତି ଶ୍ରୀନଗରରେ ବାସ କରୁଥିବା ଜଣେ ମୁକ୍ତବୃତ୍ତ ଫଟୋ ସାମ୍ବାଦିକ ଓ ଚଳଚ୍ଚିତ୍ର ନିର୍ମାତା ଏବଂ ସେ 2022 ର ପରୀ ଫେଲୋ ଥିଲେ।

Editor

Sarbajaya Bhattacharya

ସର୍ବଜୟା ଭଟ୍ଟାଚାର୍ଯ୍ୟ ପରୀର ଜଣେ ବରିଷ୍ଠ ସହାୟିକା ସମ୍ପାଦିକା । ସେ ମଧ୍ୟ ଜଣେ ଅଭିଜ୍ଞ ବଙ୍ଗଳା ଅନୁବାଦିକା। କୋଲକାତାରେ ରହୁଥିବା ସର୍ବଜୟା, ସହରର ଇତିହାସ ଓ ଭ୍ରମଣ ସାହିତ୍ୟ ପ୍ରତି ଆଗ୍ରହୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।