social-media-paris-highlight-reel-or

Jan 03, 2024

ସାମାଜିକ ଗଣମାଧ୍ୟମରେ ‘ପରୀ’ର ସମୁଜ୍ଜ୍ୱଳ ଉପସ୍ଥିତି

ସାମାଜିକ ଗଣମାଧ୍ୟମରେ ଆମର ବିଭିନ୍ନ ପୋଷ୍ଟ ବଳରେ ଆମ ଆଲେଖ୍ୟ ସମୂହର ସ୍ୱର ଶକ୍ତିଶାଳୀ ହେବା ସହିତ ଦୂରଦୂରାନ୍ତରେ ଏବଂ ଭିନ୍ନ ଭିନ୍ନ ବର୍ଗର ବ୍ୟକ୍ତିଙ୍କ ନିକଟରେ ପହଞ୍ଚିପାରିଛି

Author

PARI Team

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

PARI Team