the-firecracker-artisans-of-tulunadu-or

Dakshina Kannada, Karnataka

Aug 07, 2023

ତୁଲୁନାଡୁର ବାଣ କାରିଗର

କର୍ଣ୍ଣାଟକର ଅନେକ ସାଂସ୍କୃତିକ ସମନ୍ୱୟ ପରମ୍ପରାର ଅନ୍ୟତମ ବୈଶିଷ୍ଟ୍ୟ ହେଉଛି ଯେ, ସବୁ ଧାର୍ମିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ସକାଶେ କେବଳ ମୁସଲମାନ ପୁରୁଷମାନେ ହିଁ ବାଣ ତିଆରି କରନ୍ତି ଏବଂ ଫୁଟାନ୍ତି । ଗାର୍ନାଲ ସାଇବର ଏବଂ ଏହି ଅସାମାନ୍ୟ କଳା ଉପରେ ଏକ ଚଳଚ୍ଚିତ୍ର

Translator

OdishaLIVE

Want to republish this article? Please write to zahra@ruralindiaonline.org with a cc to namita@ruralindiaonline.org

Author

Faisal Ahmed

ଉପକୂଳ କର୍ଣ୍ଣାଟକର ମାଲପେ ସହର ବାସିନ୍ଦା ଫୈଜଲ ଅହମ୍ମଦ ଜଣେ ବୃତ୍ତଚିତ୍ର ନିର୍ମାତା । ସେ ପୂର୍ବରୁ ମଣିପାଲ ଏକାଡେମୀ ଅଫ୍‌ ହାୟର ଏଜୁକେସନ୍‌ରେ କାର୍ଯ୍ୟରତ ଥିଲେ ଏବଂ ସେଠାରେ ହିଁ ସେ ତୁଲୁନାଡୁର ବିଭିନ୍ନ ପ୍ରଚଳିତ ସଂସ୍କୃତି ଉପରେ ନିର୍ମିତ ବୃତ୍ତଚିତ୍ରର ନିର୍ଦ୍ଦେଶନା ଦେଇଥିଲେ । ସେ (୨୦୨୨-୨୩ର) ଜଣେ MMF-PARI ଫେଲୋ ।

Text Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।