ଆମ-ଭଳି-ଲୋକମାନଙ୍କୁ-କେବେ-ମଧ୍ୟ-ଭଲ-ବ୍ୟବହାର-କରାଯାଏଚନାହିଁ

Varanasi, Uttar Pradesh

Feb 01, 2022

‘ଆମ ଭଳି ଲୋକମାନଙ୍କୁ କେବେ ମଧ୍ୟ ଭଲ ବ୍ୟବହାର କରାଯାଏ ନାହିଁ’

ଉତ୍ତର ପ୍ରଦେଶର ବାରଣାସୀ ଓ ଚନ୍ଦୌଲି ଜିଲ୍ଲାରେ, ଆର୍ଥିକ ଅନଗ୍ରସର ସମ୍ପ୍ରଦାୟଗୁଡ଼ିକ ପାଖରେ ପକ୍ଷପାତିତା କାରଣରୁ ସ୍ୱାସ୍ଥ୍ୟସେବା ପହଞ୍ଚି ପାରୁନାହିଁ । ଏହି ମହାମାରୀ ସମୟରେ ଲକ୍ଷିମା ଓ ସାଲିମୁନ୍‌ଙ୍କୁ ବହୁତ କଷ୍ଟ ସହିବାକୁ ପଡ଼ିଛି

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।