ଜାବରାରେ-ମଇଁଷିମାନେ-ଘରକୁ-ଆସିବା-ପର୍ଯ୍ୟନ୍ତ

Dhamtari, Chhattisgarh

Jan 21, 2022

ଜାବରାରେ: ମଇଁଷିମାନେ ଘରକୁ ଆସିବା ପର୍ଯ୍ୟନ୍ତ

ବିଶାଲରାମ ମରକାମଙ୍କ ପ୍ରିୟ ମଇଁଷିମାନେ ଛତିଶଗଡ଼ ଧାମତରୀ ଜିଲ୍ଲାର ଘଞ୍ଚ ଜଙ୍ଗଲରେ ଆପେ ଆପେ ବୁଲି ବୁଲି ଚରନ୍ତି । ସେମାନେ ସନ୍ଧ୍ୟା ସୁଦ୍ଧା ତାଙ୍କ ନିକଟକୁ ଫେରିଆସନ୍ତି, କିନ୍ତୁ ଭୋକିଲା ଶିକାରୀଙ୍କ ବିପଦ ସର୍ବଦା ରହିଥାଏ

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Author

Priti David

ପ୍ରୀତି ଡେଭିଡ୍‌ ‘ପରୀ’ର କାର୍ଯ୍ୟନିର୍ବାହୀ ସଂପାଦିକା । ସେ ଜଙ୍ଗଲ, ଆଦିବାସୀ ଏବଂ ଜୀବିକା ଉପରେ ଲେଖନ୍ତି । ପ୍ରୀତି ମଧ୍ୟ ‘ପରୀ’ର ଶିକ୍ଷା ବିଭାଗର ମୁଖ୍ୟ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟାକୁ ଶ୍ରେଣୀଗୃହ ଏବଂ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ କରିବା ଲାଗି ବିଭିନ୍ନ ସ୍କୁଲ୍‌ ଏବଂ କଲେଜ ସହିତ କାର୍ଯ୍ୟରତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।