ବିହାରରେ-କରୋନା-ସମୟରେ-ମୁଁ-ବାହା-ହେଲି

Araria, Bihar

Jun 10, 2021

ବିହାରରେ: ‘କରୋନା ସମୟରେ ମୁଁ ବାହା ହେଲି’

ଗତ ବର୍ଷର ଲକ୍‌ଡାଉନ୍‌ ସମୟରେ, ବିହାରର ବିଭିନ୍ନ ଗାଁରେ ନିଜ ନିଜ ଘରକୁ ଫେରିଆସିଥିବା ଯୁବପ୍ରବାସୀ ଶ୍ରମିକମାନଙ୍କ ସହ କିଶୋରୀମାନଙ୍କର ବାହାଘର କରାଇ ଦିଆଗଲା । ଅନେକ କିଶୋରୀ ଏବେ ଗର୍ଭବତୀ ଏବଂ ଏହା ପରେ କ’ଣ ହେବ ବୋଲି ଆଶଙ୍କିତ ଅବସ୍ଥାରେ ରହିଛନ୍ତି ।

Illustration

Priyanka Borar

Translator

OdishaLIVE

Editor and Series Editor

Sharmila Joshi

Want to republish this article? Please write to [email protected] with a cc to [email protected]

Author

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Editor and Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।